Proverbs 28:3 — Compare Translations
5 translations compared side by side
Odia - 1840
"ଯଦି ଶାସକ ଦରିଦ୍ରମାନଙ୍କୁ ଶୋଷଷ କରନ୍ତି, ସହେି ରାଜା ପ୍ଲାବନକାରୀ ବୃଷ୍ଟି ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଶାସକ ଦରିଦ୍ରମାନଙ୍କୁ ଶୋଷଣ କରନ୍ତି, ସେହି ରାଜା ପ୍ଳାବନକାରୀ ବୃଷ୍ଟି ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।