Proverbs 28:4 — Compare Translations

5 translations compared side by side

Odia - 1840
"ବ୍ଯବସ୍ଥା ତ୍ଯାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି। ମାତ୍ର ଆଜ୍ଞାପାଳିକା ଲୋକମାନେ ସମାନଙ୍କେୁ ବିରୋଧ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି। ମାତ୍ର ଆଜ୍ଞାପାଳିକା ଲୋକମାନେ ସେମାନଙ୍କୁ ବିରୋଧ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।

Recommended Reading