Proverbs 28:5 — Compare Translations
5 translations compared side by side
Odia - 1840
"ମନ୍ଦ ଲୋକମାନେ ନ୍ଯାଯ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ବଷେଣକାରୀମାନେ ଏହି ବିଷଯକୁ ଭଲ ରେ ବୁଝନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ଵେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ଏହି ବିଷୟକୁ ଭଲରେ ବୁଝନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
Odia IRV 2017 (ଓଡିଆ ବାଇବେଲ)
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।