Proverbs 28:6 — Compare Translations

5 translations compared side by side

Odia - 1840
"ଜଣେ ଗରିବ ଲୋକ ୟିଏ ଦୋଷହୀନ ଭାବରେ ଜୀବନୟାପନ କରେ, ସେ ସହେି ଧନୀ ଲୋକଠାରୁ ଉତ୍ତମ ଯାହାର ପଥ କୁପଥଗାମୀ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଗରିବ ଲୋକ ଯିଏ ଦୋଷହୀନ ଭାବରେ ଜୀବନଯାପନ କରେ, ସେ ସେହି ଧନୀ ଲୋକଠାରୁ ଉତ୍ତମ ଯାହାର ପଥ କୁପଥଗାମୀ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।