Proverbs 28:7 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ବ୍ଯବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜ୍ଯା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
Odia IRV 2017 (ଓଡିଆ ବାଇବେଲ)
ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।