Proverbs 28:8 — Compare Translations
5 translations compared side by side
Odia - 1840
"ଯେଉଁମାନେ ସୁଧ ଓ ବୁଦ୍ଧିଦ୍ବାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସମାନେେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ଵାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସୁଧ ଓ ବୁଦ୍ଧିଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସେମାନେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।