Proverbs 28:9 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷଯ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।