Proverbs 29:1 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଥରକୁଥର, ଅନୁଯୋଗ ପାଇ ମଧ୍ୟ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।