Proverbs 29:10 — Compare Translations
5 translations compared side by side
Odia - 1840
"ରକ୍ତପାତ ପ୍ରିଯ ଲୋକମାନେ, ସିଦ୍ଧ ବ୍ଯକ୍ତିକୁ ଘୃଣା କରନ୍ତି। କିନ୍ତୁ ନ୍ଯାଯବାନ ଲୋକ ତା'ର ଜୀବନକୁ ରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକି ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରକ୍ତପାତ ପ୍ରିୟ ଲୋକମାନେ, ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି। କିନ୍ତୁ ନ୍ୟାୟବାନ ଲୋକ ତା’ର ଜୀବନକୁ ରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
Odia IRV 2017 (ଓଡିଆ ବାଇବେଲ)
ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।