Proverbs 29:12 — Compare Translations

5 translations compared side by side

Odia - 1840
"ଶାସନକର୍ତ୍ତା ଯଦି ମିଥ୍ଯାକୁ ଶୁଣନ୍ତି, ତବେେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାସନକର୍ତ୍ତା ଯଦି ମିଥ୍ୟାକୁ ଶୁଣନ୍ତି, ତେବେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।

Recommended Reading