Proverbs 29:14 — Compare Translations
5 translations compared side by side
Odia - 1840
"ଯେଉଁ ରାଜା ବିଶ୍ବସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ରାଜା ବିଶ୍ଵସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଗ୍ଭର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।