Proverbs 29:15 — Compare Translations
5 translations compared side by side
Odia - 1840
"ବାଡ଼ି ଓ ଅନୁୟୋଗ ଜ୍ଞାନ ଦିଏ। ମାତ୍ର ପିଲାକୁ ତା'ର ଇଚ୍ଛା ରେ ଛାଡ଼ି ଦେଲେ, ସେ ତା'ର ମାତାକୁ ଲଜ୍ଜ୍ଯା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ। ମାତ୍ର ପିଲାକୁ ତା’ର ଇଚ୍ଛାରେ ଛାଡ଼ି ଦେଲେ, ସେ ତା’ର ମାତାକୁ ଲଜ୍ଜା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
Odia IRV 2017 (ଓଡିଆ ବାଇବେଲ)
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।