Proverbs 29:16 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ। ମାତ୍ର ଧାର୍ମିକମାନେ ସମାନଙ୍କେର ନିପାଦ ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ। ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।