Proverbs 29:17 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ତୁମ୍ଭର ପୁତ୍ରକୁ ଅନୁଶାସନ କର, ସେ ତୁମ୍ଭକୁ ଶାନ୍ତି ଆଣି ଦବେ ଏବଂ ତୁମ୍ଭର ପ୍ରାଣକୁ ଆନନ୍ଦ ଆଣିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ତୁମ୍ଭର ପୁତ୍ରକୁ ଅନୁଶାସନ କର, ସେ ତୁମ୍ଭକୁ ଶାନ୍ତି ଆଣି ଦେବ ଏବଂ ତୁମ୍ଭର ପ୍ରାଣକୁ ଆନନ୍ଦ ଆଣିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।