Proverbs 29:18 — Compare Translations
5 translations compared side by side
Odia - 1840
"ଯଦି ଏକ ଜାତି ପରମେଶ୍ବରଙ୍କର ପ୍ରକାଶିତବାକ୍ଯ ଦ୍ବାରା ନ ଚାଲେ, ଲୋକମାନେ ବିଶୃଙ୍ଖଳିତ ହୁଅନ୍ତି। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କର ନିଯମ ମାନି ଚଳେ, ସେ ଆଶୀର୍ବାଦ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଈଶ୍ଵରୀୟ) ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏକ ଜାତି ପରମେଶ୍ୱରଙ୍କର ପ୍ରକାଶିତବାକ୍ୟ ଦ୍ୱାରା ନ ଗ୍ଭଲେ, ଲୋକମାନେ ବିଶୃଙ୍ଖଳିତ ହୁଅନ୍ତି। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କର ନିୟମ ମାନି ଚଳେ, ସେ ଆଶୀର୍ବାଦ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।