Proverbs 29:19 — Compare Translations
5 translations compared side by side
Odia - 1840
"ମାତ୍ର କଥା ରେ ସବେକକୁ ସଂଶୋଧିତ କରାୟାଇ ପାରିବ ନାହିଁ, କାରଣ ଯଦିଓ ସେ ବୁଝେ ସେ ପ୍ରତିକ୍ରିଯା କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର କଥାରେ ସେବକକୁ ସଂଶୋଧିତ କରାଯାଇ ପାରିବ ନାହିଁ, କାରଣ ଯଦିଓ ସେ ବୁଝେ ସେ ପ୍ରତିକ୍ରିୟା କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।