Proverbs 29:2 — Compare Translations
5 translations compared side by side
Odia - 1840
"ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କତ୍ତୃର୍ତ୍ବ ପାଇଲେ, ଲୋକମାନେ ଆର୍ତ୍ତସ୍ବର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ଵ ପାଇଲେ, ଲୋକମାନେ ଆର୍ତ୍ତସ୍ଵର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।