Proverbs 29:20 — Compare Translations

5 translations compared side by side

Odia - 1840
"ଯଦି ଜଣେ କିଛି ଚିନ୍ତା ନ କରି କିଛି କ ହେ, ତା ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠା ରେ ଭରସା ରଖିଲେ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ କିଛି ଚିନ୍ତା ନ କରି କିଛି କହେ, ତା’ ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠାରେ ଭରସା ରଖିଲେ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।