Proverbs 29:22 — Compare Translations

5 translations compared side by side

Odia - 1840
"ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତକେ ପାପ କରିବସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି ରାଗାନ୍ଧ ଲୋକ ବହୁତ ଅଧର୍ମ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତେକ ପାପ କରିବସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
Odia IRV 2017 (ଓଡିଆ ବାଇବେଲ)
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।