Proverbs 29:23 — Compare Translations

5 translations compared side by side

Odia - 1840
"ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଲୋକ ଗର୍ବୀ ତେବେ ତାହା ତାକୁ ଧ୍ୱଂସ କରିବ। ଯଦି ଜଣେ ଲୋକ ବିନମ୍ର, ତେବେ ସମ୍ମାନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।