Proverbs 29:24 — Compare Translations
5 translations compared side by side
Odia - 1840
"ଚୋରର ଭାଗିଦାର ଆପଣା ପ୍ରାଣକୁ ଘୃଣା କରେ। ଯଦି ସେ ବିଚାରାଳଯ ରେ ବାଧ୍ଯ ହୁଏ କହିବାକୁ, ତବେେ ସେ ସତ୍ଯ କହିବାକୁ ବହୁତ ଭୟ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ (କରାଇବାର କଥା) ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭେରର ଭାଗୀଦାର ଆପଣା ପ୍ରାଣକୁ ଘୃଣା କରେ। ଯଦି ସେ ବିଗ୍ଭରାଳୟରେ ବାଧ୍ୟ ହୁଏ କହିବାକୁ, ତେବେ ସେ ସତ୍ୟ କହିବାକୁ ବହୁତ ଭୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।