Proverbs 29:26 — Compare Translations
5 translations compared side by side
Odia - 1840
"ଅନକେ ଶାସନକର୍ତ୍ତାର ପାଖରୁ ନ୍ଯାଯ ପାଇଁ ଇଚ୍ଛା କରନ୍ତି। ମାତ୍ର ମନୁଷ୍ଯର ପ୍ରକୃତ ବିଚାର ସଦାପ୍ରଭୁଙ୍କଠାରୁ ଆସିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତିନ୍ତ ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଶାସନକର୍ତ୍ତାର ପାଖରୁ ନ୍ୟାୟ ପାଇଁ ଇଚ୍ଛା କରନ୍ତି। ମାତ୍ର ମନୁଷ୍ୟର ପ୍ରକୃତ ବିଗ୍ଭର ସଦାପ୍ରଭୁଙ୍କଠାରୁ ଆସିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।