Proverbs 29:27 — Compare Translations
5 translations compared side by side
Odia - 1840
"ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷଯ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷଯ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷୟ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।