Proverbs 29:3 — Compare Translations
5 translations compared side by side
Odia - 1840
"ଯେଉଁ ପୁତ୍ର ଜ୍ଞାନକୁ ସ୍ନହେ କରେ, ସେ ଆପଣା ପିତାକୁ ଖୁସି ରେଖ। ମାତ୍ର ଯେ ବେଶ୍ଯାମାନଙ୍କଠା ରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ପୁତ୍ର ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଖୁସୀ ରଖେ। ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।