Proverbs 29:5 — Compare Translations
5 translations compared side by side
Odia - 1840
"ଯେଉଁଲୋକ ଆପଣା ପ୍ରତିବେଶୀର ଚାଟୁବାଦ କରେ, ସେ ତା'ର ପାଦ ପାଇଁ ଫାନ୍ଦ ବିଛାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆପଣା ପ୍ରତିବାସୀର ଗ୍ଭଟୁବାଦ କରେ, ସେ ତା’ର ପାଦ ପାଇଁ ଫାନ୍ଦ ବିଛାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।