Proverbs 29:7 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକ ଦରିଦ୍ର ଲୋକର ନ୍ଯାଯ ପାଇଁ ଯତ୍ନବାନ୍ ଥାନ୍ତି। ମାତ୍ର ତାହା ଜାଣିବା ପାଇଁ ମୂର୍ଖ ଲୋକର ବୁଦ୍ଧି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକ ଦରିଦ୍ର ଲୋକର ନ୍ୟାୟ ପାଇଁ ଯତ୍ନବାନ୍ ଥା’ନ୍ତି। ମାତ୍ର ତାହା ଜାଣିବା ପାଇଁ ମୂର୍ଖ ଲୋକର ବୁଦ୍ଧି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।