Proverbs 29:8 — Compare Translations
5 translations compared side by side
Odia - 1840
"ନିନ୍ଦକ ମନୁଷ୍ଯ ନଗର ରେ ଅସୁବିଧା ପ୍ରଜ୍ଜ୍ବଳିତ କରନ୍ତି। କିନ୍ତୁ ଜ୍ଞାନୀ ମନୁଷ୍ଯମାନେ କୋରଧକୁ ଶାନ୍ତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକମାନେ ନଗରକୁ ପ୍ରଜ୍ଵଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦକ ମନୁଷ୍ୟ ନଗରରେ ଅସୁବିଧା ପ୍ରଜ୍ୱଳିତ କରନ୍ତି। କିନ୍ତୁ ଜ୍ଞାନୀ ମନୁଷ୍ୟମାନେ କ୍ରୋଧକୁ ଶାନ୍ତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।