Proverbs 29:9 — Compare Translations

5 translations compared side by side

Odia - 1840
"ଯେତବେେଳେ ଜଣେ ଜ୍ଞାନୀ ମୂର୍ଖ ସାଙ୍ଗ ରେ ବିଚାରାଳଯକୁ ୟାଏ, ମୂର୍ଖ ଲୋକ ରାଗି ୟାଏ ଏବଂ ୟୁକ୍ତି କରେ ଏବଂ ସଠାେ ରେ ବିବାଦର ସମ୍ପୂର୍ଣ୍ଣ ସମାପ୍ତି ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜଣେ ଜ୍ଞାନୀ ମୂର୍ଖ ସାଙ୍ଗରେ ବିଗ୍ଭରାଳୟକୁ ଯାଏ, ମୂର୍ଖ ଲୋକ ରାଗି ଯାଏ ଏବଂ ଯୁକ୍ତି କରେ ଏବଂ ସେଠାରେ ବିବାଦର ସମ୍ପୂର୍ଣ୍ଣ ସମାପ୍ତି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।