Proverbs 3:1 — Compare Translations
5 translations compared side by side
Odia - 1840
"ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ମାର୍ଗ ଅନୁସରଣକାରୀମାନଙ୍କର ଜୀବନ ସୁଦୀର୍ଘ ହେବ ହେ ମୋର ପୁତ୍ର, ମୋର ଶିକ୍ଷା ପାଶୋର ନାହିଁ। ମୋର ଆଜ୍ଞାମାନ ମନେପକାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।