Proverbs 3:10 — Compare Translations
5 translations compared side by side
Odia - 1840
"ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହବେ ଓ ତୁମ୍ଭ କୁଣ୍ଡ ରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।