Proverbs 3:11 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, େ ବେଳବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦଖାଇେ ଶାସ୍ତିବିଧାନ କରନ୍ତି। ସେଥି ରେ ତୁମ୍ଭେ କୋରଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୁତ୍ର, ବେଳେବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦେଖାଇ ଶାସ୍ତିବିଧାନ କରନ୍ତି। ସେଥିରେ ତୁମ୍ଭେ କ୍ରୋଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।