Proverbs 3:12 — Compare Translations
5 translations compared side by side
Odia - 1840
"କାହିଁକି? ସଦାପ୍ରଭୁ ଯେଉଁମାନଙ୍କୁ ଭଲପା'ନ୍ତି, ସମାନଙ୍କେୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସହେିପରି ଶାସ୍ତିବିଧାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ପିତା ଆପଣା ସନ୍ତୋଷପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଯେଉଁମାନଙ୍କୁ ଭଲପା’ନ୍ତି, ସେମାନଙ୍କୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସେହିପରି ଶାସ୍ତିବିଧାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।