Proverbs 3:14 — Compare Translations

5 translations compared side by side

Odia - 1840
"ରୂପାର ବାଣିଜ୍ଯଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ଯବସାଯଠାରୁ ବିଦ୍ଯା ମଧ୍ଯ ଅଧିକ ଲାଭଦାୟକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
ରୂପାର ବାଣିଜ୍ୟଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ୟବସାୟଠାରୁ ବିଦ୍ୟା ମଧ୍ୟ ଅଧିକ ଲାଭଦାୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।