Proverbs 3:15 — Compare Translations
5 translations compared side by side
Odia - 1840
"ଜ୍ଞାନ ମୁକ୍ତାଠାରୁ ଅଧିକ ମୂଲ୍ଯବାନ, ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହା ତୁଲ୍ଯ ହବୋକୁ ଯୋଗ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହା ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।