Proverbs 3:16 — Compare Translations

5 translations compared side by side

Odia - 1840
"ସହେିଲୋକ ଡାହାଣ ହସ୍ତ ରେ ଦୀର୍ଘାଯୁ ଏବଂ ବାମ ହସ୍ତ ରେ ଧନ ଓ ସମ୍ମାନ ଧାରଣ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଦକ୍ଷିଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଲୋକ ଡାହାଣ ହସ୍ତରେ ଦୀର୍ଘାୟୁ ଏବଂ ବାମ ହସ୍ତରେ ଧନ ଓ ସମ୍ମାନ ଧାରଣ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।