Proverbs 3:18 — Compare Translations

5 translations compared side by side

Odia - 1840
"ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ବରୂପ। ଯେଉଁମାନେ ତା'ର ଆଶ୍ରଯ ନିଅନ୍ତି ସମାନେେ ଜୀବନ ପାଆନ୍ତି। ସହେିମାନେ ବାସ୍ତବ ରେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ଵରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ୱରୂପ। ଯେଉଁମାନେ ତା’ର ଆଶ୍ରୟ ନିଅନ୍ତି ସେମାନେ ଜୀବନ ପାଆନ୍ତି। ସେହିମାନେ ବାସ୍ତବରେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।