Proverbs 3:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଜ୍ଞାନ ରେ ଭରପୁର ପୃଥିବୀ ସ୍ଥାପନ କଲେ। ସେ ତାଙ୍କ ଜ୍ଞାନ ରେ ଆକାଶ ମଣ୍ଡଳ ସୃଷ୍ଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ତଳ ସୁସ୍ଥିର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଜ୍ଞାନରେ ଭରପୁର ପୃଥିବୀ ସ୍ଥାପନ କଲେ। ସେ ତାଙ୍କ ଜ୍ଞାନରେ ଆକାଶ ମଣ୍ଡଳ ସୃଷ୍ଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।