Proverbs 3:2 — Compare Translations
5 translations compared side by side
Odia - 1840
"ମାରେ ଶିକ୍ଷା ତୁମ୍ଭ ଜୀବନକୁ ଦୀର୍ଘମଯ ଓ ଶାନ୍ତି ପ୍ରଦାୟକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତଦ୍ଦ୍ଵାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶିକ୍ଷା ତୁମ୍ଭ ଜୀବନକୁ ଦୀର୍ଘମୟ ଓ ଶାନ୍ତି ପ୍ରଦାୟକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।