Proverbs 3:21 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ବଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ଵଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।