Proverbs 3:23 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି ତୁମ୍ଭର ଚରଣ ଝୁଣ୍ଟିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଗ୍ଭଲିବ। ତୁମ୍ଭେ କେଉଁଠାରେ ଝୁଣ୍ଟିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।