Proverbs 3:24 — Compare Translations
5 translations compared side by side
Odia - 1840
"ଶଯନ ସମୟରେ ତୁମ୍ଭର ଭୟ ହବେ ନାହିଁ। ତୁମ୍ଭେ ଶଯନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଶୟନ ସମୟରେ ତୁମ୍ଭର ଭୟ ହେବ ନାହିଁ। ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
Odia IRV 2017 (ଓଡିଆ ବାଇବେଲ)
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।