Proverbs 3:26 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ପାଦକୁ ଫାନ୍ଦରୁ ପଡ଼ିବା ପୂର୍ବରୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ଵାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ପାଦକୁ ଫାନ୍ଦରୁ ପଡ଼ିବା ପୂର୍ବରୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।