Proverbs 3:27 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ପାରିବ, ସେତବେେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ନାସ୍ତି କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ପାରିବ, ସେତେବେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।