Proverbs 3:28 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭକୁ କିଛି ପଦାର୍ଥ ମାଗେ ଏବଂ ତାହା ଯଦି ତୁମ୍ଭ ନିକଟରେ ଥାଏ ତବେେ ତାକୁ ସାଙ୍ଗେ ସାଙ୍ଗେ ଦିଅ। କାଲି ଆସ, ଏପରି କୁହ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ନିକଟରେ ଦ୍ରବ୍ୟ ଥିଲେ, ‘ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବାʼ ଏହା ତୁମ୍ଭ ପ୍ରତିବାସୀକି କୁହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭକୁ କିଛି ପଦାର୍ଥ ମାଗେ ଏବଂ ତାହା ଯଦି ତୁମ୍ଭ ନିକଟରେ ଥାଏ ତେବେ ତାକୁ ସାଙ୍ଗେ ସାଙ୍ଗେ ଦିଅ। “କାଲି ଆସ, ଏପରି କୁହ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆପଣା ନିକଟରେ ଦ୍ରବ୍ୟ ଥିଲେ, “ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା” ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।