Proverbs 3:29 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ବାସ କରି ତୁମ୍ଭ ପାଖ ରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ୱାସ କରି ତୁମ୍ଭ ପାଖରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।