Proverbs 3:30 — Compare Translations
5 translations compared side by side
Odia - 1840
"ବିନା କାରଣ ରେ ତୁମ୍ଭର ପଡ଼ୋଶୀକୁ ବିଚାରାଳଯକୁ ନିଅ ନାହିଁ। ସେ ଯଦି ନିର୍ଦ୍ ଦୋଷ ହାଇେଥାଏ, ତବେେ ତାଙ୍କ ପ୍ରତି ଏପରି କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବିନା କାରଣରେ ତୁମ୍ଭର ପଡ଼ୋଶୀକୁ ବିଗ୍ଭରାଳୟକୁ ନିଅ ନାହିଁ। ସେ ଯଦି ନିର୍ଦ୍ଦୋଷ ହୋଇଥାଏ, ତେବେ ତାଙ୍କ ପ୍ରତି ଏପରି କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।