Proverbs 3:31 — Compare Translations
5 translations compared side by side
Odia - 1840
"କିଛି ଲୋକ ଅଛନ୍ତି ଯେଉଁମାନେ ସହଜ ରେ ରାଗିୟାନ୍ତି ଓ ଶୀଘ୍ର କୁକର୍ମମାନ କରି ବସନ୍ତି। ତୁମ୍ଭେ ସପରେି ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି ତାହାର କୌଣସି ପଥ ମନୋନୀତ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ଅଛନ୍ତି ଯେଉଁମାନେ ସହଜରେ ରାଗିଯା’ନ୍ତି ଓ ଶୀଘ୍ର କୁକର୍ମମାନ କରି ବସନ୍ତି। ତୁମ୍ଭେ ସେପରି ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
Recommended Reading