Proverbs 3:32 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ସଦାପ୍ରଭୁ ଉତ୍ତମ ସରଳ ଧାର୍ମିକ ଲୋକମାନଙ୍କୁ ପ୍ ରମେ କରନ୍ତି କିନ୍ତୁ କୁକର୍ମ ଲୋକମାନଙ୍କୁ ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଉତ୍ତମ ସରଳ ଧାର୍ମିକ ଲୋକମାନଙ୍କୁ ପ୍ରେମ କରନ୍ତି, କିନ୍ତୁ କୁକର୍ମ ଲୋକମାନଙ୍କୁ ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।