Proverbs 3:33 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧ ରେ ଥାଆନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧରେ ଥା’ନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।