Proverbs 3:34 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
Recommended Reading